ତୈଳଦର ଓ ଅତ୍ୟାବଶକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିର ଦୁର୍ବାର ପ୍ରତିବାଦ କରିବ କଂଗ୍ରେସ : ନିରଞ୍ଜନ
ଆସନ୍ତା ଜୁଲାଇ ୭ ରୁ ୧୭ ରାଜ୍ୟ ବ୍ୟାପି ଆନ୍ଦୋଳନ
ଭୁବନେଶ୍ୱର- କେନ୍ଦ୍ରର ବିଜେପି ନେତୃତ୍ୱ ମୋଦି ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁଁ ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି…