ସହରାଂଚଳ, ପଂଚାୟତ ଏବଂ ସୀମା ସୁରକ୍ଷା କମିଟି ରାଜ୍ୟ ଅଧ୍ୟକ୍ଷ ଓ ସଂଯୋଜକଙ୍କ ନାମ ଘୋଷଣା
ଭୂବନେଶ୍ୱର :ଦଳୀୟ ସଂଗଠନକୁ ଆହୁରି ଅଧିକ ସୁଦୃଢ କରିବା ଏବଂ ଆଗାମୀ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ୩ଟି କମିଟି ଗଠନ କରାଯାଇଅଛି । ସହରାଂଚଳ, ପଂଚାୟତ ଏବଂ ସୀମା ସୁରକ୍ଷା ରାଜ୍ୟ କମିଟି ପାଇଁ ଅଧ୍ୟକ୍ଷ ଓ ସଂଯୋଜକଙ୍କ ନାମ ଘୋଷଣା…