୩୦ ଜିଲ୍ଲା ପାଇଁ ବିଜେଡି ପ୍ରକାଶ କଲା ସଦ୍ୟ ଜିଲ୍ଲା ପର୍ଯ୍ୟବେକ୍ଷକ ତାଲିକା
ଭୁବନେଶ୍ୱର (ଶାସକ ପ୍ରଶାସକ) : ପୂର୍ବର ସମସ୍ତ ଆଦେଶକୁ ବାତିଲ କରି ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ବିଭିନ୍ନ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ନିଯୁକ୍ତି ଦେଇଛନ୍ତି | ଏ ବିଷୟରେ ଆଜି ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି…