ରାୟଗଡ ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ୍ ପ୍ଲାଣ୍ଟ ଏବଂ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଆକ୍ସିଜେନ ଉତ୍ପlଦନ…
ରାୟଗଡ(ସରୋଜ ସାହୁ) : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡ ଜିଲ୍ଲାରେ ତରଳ ମେଡିକାଲ ଅକ୍ସିଜେନ୍ ପ୍ଲାଣ୍ଟ ଏବଂ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଆକ୍ସିଜେନ ଉତ୍ପlଦନ(PSA) ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ,…