ମୟୁରଭଂଜ ସଡ଼କ ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ
ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା
ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ…