ମିଠା ମିଠା ଗୀତର ସଂଜରେ
ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଆଟ୍ ପଏଣ୍ଟ ତରଫରୁ ୧୯ ତମ ବାର୍ଷିକ ଉତ୍ସବ ଉପଲକ୍ଷେ ‘ମିଠା ମିଠା ଗୀତର ସଂଜରେ’ ସଂଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାଯ୍ୟକ୍ରମ ରେ ମୁଖ୍ୟ ଅତିଥି ଗୀତିକଳ୍ପ ହରିଶ୍ ପ୍ରଧାନ ଉଦଘାଟକ ପ୍ରଦୀପ ପ୍ରକାଶ…