ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କୁ ପଶ୍ଚିମାଞ୍ଚଳ ସାହିତ୍ୟ ଜ୍ୟୋତି ସମ୍ମାନ
ପଦ୍ମପୁର : ବାଲେଶ୍ଵର ଜିଲ୍ଲାର ନୀଳଗିରିଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାହିତ୍ୟ ଉତ୍ସବରେ ବରଗଡ଼ ଜିଲ୍ଲାର ସୁସାହିତ୍ୟିକ ତଥା ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କୁ ନେସନାଲ ପ୍ରୋଗ୍ରେସ ଗ୍ରୁପ ଦ୍ବାରା "ପଶ୍ଚିମାଞ୍ଚଳର ସାହିତ୍ୟ ଜ୍ୟୋତି" ସମ୍ମାନରେ ସମ୍ମାନୀତ…