ବିଧାୟକଙ୍କ ଦ୍ୱାରା ୪ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ
ରେଢାଖୋଲ ସ୍ୱତନ୍ତ୍ର ଉପଖଣ୍ଡ ପ୍ରତିନିଧି ଶ୍ରୀୟାସ୍ମିତା ସାମଲ : ଜଳ ସଂପଦ ବିଭାଗ ତରଫରୁ ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ରେ ୪ ଟି ସ୍ଥାନରେ କ୍ଷୁଦ୍ର ଜଳ ସଂପଦ ପ୍ରକଳ୍ପର ଲୋକାର୍ପଣ ସ୍ଥାନୀୟ ବିଧାୟକଙ୍କ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି।
ନାକଟିଦେଉଳ ବ୍ଲକ୍ କିସିଣ୍ଡା ପଂଚାୟତର…