ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ବାବାସାହେବ୍ ଡ ଭୀମରାଓ ରାମଜୀ ଆମ୍ବେଦକର ଙ୍କ ୧୩୬ତମ ଜୟନ୍ତୀ ମହାସମାରୋହରେ ପାଳିତ
ନବରଙ୍ଗପୁର ତା ୧୪.୪.୨୦୨୬:ଅଶୋକ ସାହୁ,ଡ଼ ଆମ୍ବେଦକର ଙ୍କ ୧୩୬ ତମ ଜୟନ୍ତୀ ପାଳନ ଅବସରରେ ଡ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ସକାଳ ୮.୩୦ ମି ସମୟରେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ରେ ନବରଙ୍ଗପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଗୌରୀ ଶଙ୍କର ମାଝୀ,ଜିଲ୍ଲାପାଳ ଡ଼…