ଦଳୀୟ କାମ ପାଇଁ ସରକାରୀ ହେଲିକପ୍ଟରରେ ବୁଲୁଛନ୍ତି ସଂଜୟ :ବଳଭଦ୍ର
ଭୁବନେଶ୍ୱର(ଶାସକ ପ୍ରଶାସକ) : ଗତ ଫେବୃଆରୀ ୨ ତାରିଖରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ ଦାସବର୍ମା ଓ ବିଧାୟକ ତଥା ବିଜେଡି ସଂଗଠନ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାସ ଦାସ ସରକାରୀ ଖର୍ଚ୍ଚରେ ହେଲିକପ୍ଟର ଯୋଗେ ରାଇଘର ଆସିଥିଲେ । ଗସ୍ତକୁ ସରକାରୀ ରୂପ ଦେବା ପାଇଁ ରାଇଘରଠାରେ ଏକ ପ୍ରଶୃତି…