ପୂର୍ବତନ ବିଧାୟକ ଶ୍ରୀ ବିକ୍ରମ ବର୍ମାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ମନ୍ତ୍ରୀ ପ୍ରତାପ ଜେନା
ଭୁବନେଶ୍ୱର : ମାହାଙ୍ଗାର ପୂର୍ବତନ ବିଧାୟକ ଶ୍ରୀ ବିକ୍ରମ ବର୍ମା ଗତ ୩ ଦିନ ଧରି କ୍ୟାପିଟାଲ ହସ୍ପିଟାଲ ରେ ଚିକିତ୍ସିତ ହୋଉଥିଲା ବେଳେ ଆଜି ସେ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ସମ ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ଶ୍ରୀ ଵର୍ମାଙ୍କ ସ୍ୱାସ୍ଥ୍ୟବସ୍ଥା…