ପରିସ୍ରା ଜ୍ୱାଳା ସଚେତନl ଓ ସ୍ଵାସ୍ଥ୍ୟ ଶିବିର
ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ପରିସ୍ରା ପୋଡ଼ା ନିରାକରଣ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଗ୍ରୀଷ୍ମ ରୁତୁରେ ଅଳ୍ପ ଜଳପାନ, ଅଧିକ କଟୁ,ମସଲା ଆମିଷ, ଅମ୍ଳ…