ଓସିସିଏଲର ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର : ଓଡିଶା କନ୍ଷ୍ଟ୍ରକ୍ସନ କର୍ପୋରେସନ ଲିମିଟେଡ୍(ଓଡିଶା ନିର୍ମାଣ ନିଗମ ଲିଃ.)ର ପ୍ରତିଷ୍ଠା ଦିବସ ଗତକାଲି ଭର୍ଚୁଆଲ ବ୍ୟବସ୍ଥାରେ ଅନୁଷ୍ଠିତ ହୋଇଯାଇଛି । ଏହି ଦିବସରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନଦ ଦାସ ଯୋଗଦେଇ…