ବାତ୍ୟା ମୁକାବିଲା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏସ୍ଓପି ଜାରି
ପ୍ରଭାବିତ ଆଶଙ୍କା ଥିବା ପୌରାଞ୍ଚଳକୁ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ଆସନ୍ତା ୨୪ତାରିଖରୁ ଓଡିଶାରେ ପଡିବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିଓର…