ପ୍ରଥମ ପର୍ଯ୍ୟାୟର ୨ୟ ଦିବସରେ ଜିଲ୍ଲାରେ ୫ ଟି ସ୍ବାସ୍ଥ୍ୟ କେନ୍ଦ୍ରରେ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ୫ ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ସୋମବାର ଦିନ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମ ସୁଚାରୁ ରୁପେ ସମ୍ପନ୍ନ ହୋଇଛି । ସେହି ୫ ଟି ସ୍ୱାସ୍ଥ୍ୟ କେନ୍ଦ୍ର ହେଲା:- ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ…