କମ ପୃଷ୍ଠପୋଷକତା : ଆଉ ଦୁଇ ଯୋଡ଼ା ଏକ୍ସପ୍ରେସ ବିଶେଷ ଟ୍ରେନ ବାତିଲ୍ |
ଭୁବନେଶ୍ୱର (ଶାସକ ପ୍ରଶାସକ) : କମ ପୃଷ୍ଠପୋଷକତା ଏବଂ କୋଭିଡ୧୯ ସଂକ୍ରମଣ ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଆହୁରି ଦୁଇ ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ନିମ୍ନ ଲିଖିତ ଅନୁଯାୟୀ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି…