ସାନ୍ତାଳ ସମ୍ପ୍ରଦାୟର ସାମୁହିକ ଅସ୍ଥି ବିସର୍ଜନ ଦାମୋଦର ଯାତ୍ରା
ବାରିପଦା(ଦିଲ୍ଲୀପ ମହାନ୍ତି)- ବାରିପଦା ପୌରପରିଷଦର ସୁନାମୁହିଁସ୍ଥିତ ବୁଢ଼ାବଳଙ୍ଗ, ଜରାଳୀ ଓ ସରାଳି ନଦୀର ସଙ୍ଗମ ସ୍ଥଳି ବାରୁଣୀ ନିକଟରେ ଆଦିବାସୀ(ସାନ୍ତାଳ) ସମ୍ପ୍ରଦାୟର ସାମୁହିକ ଅସ୍ଥି ବିସର୍ଜନ ଦାମୋଦର ଯାତ୍ରାର ଦ୍ୱିତୀୟ ଦିବସରେ ପହଁଞ୍ଚିଥିବା ବେଳେ ହଜାର ହଜାର ସଂଖ୍ୟାରେ ଜନସମାଗମ…