ବୁଲା ଗାଈ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କା ସହାୟତା
ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି ।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ…