ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ, ଦୀପିକା ଓ ବର୍ଷାରାଣୀ ବକ୍ତୃତାରେ ପ୍ରଥମ ।
ବୁଗୁଡା: ( ଡ଼ଃ. କୁମୁଦ ଚନ୍ଦ୍ର ବେହେରା) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକର ମାଣିତରା ଗ୍ରାମର ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ମା' ସେନାପତି ଯୁବକ ସଙ୍ଘ ପକ୍ଷରୁ ଜାନୁଆରୀ ୧୨ ତାରିଖ ଦିନ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳନ ହୋଇଯାଇଛି। ଏହି ଉପଲକ୍ଷେ ଜୁନିୟର ଓ…