ଜୁନ୍ ୨୮ରେ ଜିଲ୍ଲାବ୍ୟାପୀ ଅନୁଷ୍ଠିତ ହେବ ବ୍ୟାପକ ପଲ୍ସ ପୋଲିଓ ଟୀକାକରଣ
ଝାରସୁଗୁଡା : ଜିଲ୍ଲାରେ ଆଗାମୀ ଜୁନ୍ ୨୮ ତାରିଖରେ ହେବାକୁ ଥିବା ତୀବ୍ରୀକୃତ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମର ସଫଳ ପରିଚାଳନା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ "ଜିଲ୍ଲା ଟାସ୍କ ଫୋର୍ସ" ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ…