ବିଶିଷ୍ଟ ନୁ୍ୟରୋସର୍ଜନ୍ ପ୍ରଫେସର (ଡାକ୍ତର) ସୁରେଶ୍ୱର ମହାନ୍ତିଙ୍କ ପରଲୋକରେ ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଶୋକସଭା
ଭୁବନେଶ୍ୱର, ଏପ୍ରିଲ ୧୧: ବିଶିଷ୍ଟ ନ୍ୟୁରୋସର୍ଜନ ଓ ଶିକ୍ଷାବିତ୍ ପ୍ରଫେସର (ଡାକ୍ତର) ସୁରେଶ୍ୱର ମହାନ୍ତିଙ୍କର ଶୁକ୍ରବାର ପରଲୋକ ହୋଇଯାଇଛି । ସେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ପ୍ରତିଷ୍ଠାରେ ଏକ…