ଦଶମ ପରୀକ୍ଷା ବାତିଲ ହେଲା, ମଦ୍ରାସା ପରୀକ୍ଷା ବି
ଭୁବନେଶ୍ୱର (ଶାସକ ପ୍ରଶାସକ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବ ନିଷ୍ପତ୍ତି ଅନୁଯାୟୀ ସ୍ଥଗିତ ଥିବା ଚଳିତବର୍ଷର ମାଟ୍ରିକ୍ ପରୀକ୍ଷାକୁ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଆଖିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବାତିଲ କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ |…