ତାଳଚେର ସାରକାରଖାନା ଦ୍ୱାରା କୋଇଲା ବାଷ୍ପୀକରଣ ବ୍ୟବସ୍ଥାରେ ଉତ୍ପାଦିତ ୟୁରିଆ ନିମନ୍ତେ ସ୍ୱତନ୍ତ୍ର ସବ୍ସିଡି ନୀତିକୁ…
ନୂଆଦିଲ୍ଲୀ :ତାଳଚେର ସାରକାରଖାନା (ଟିଏଫଏଲ) ଦ୍ୱାରା କୋଇଲା ବାଷ୍ପୀକରଣ (କୋଲ ଗ୍ୟାସିଫିକେସନ) ବ୍ୟବସ୍ଥାରେ ଉତ୍ପାଦିତ ୟୁରିଆ ନିମନ୍ତେ ସ୍ୱତନ୍ତ୍ର ସବ୍ସିଡି ନୀତି ପ୍ରବର୍ତ୍ତନ କରିବାକୁ କେନ୍ଦ୍ର ସାର ମନ୍ତ୍ରଣାଳୟ ଯେଉଁ ପ୍ରସ୍ତାବ ଉପସ୍ଥାପିତ କରିଥିଲା ତାହାକୁ କ୍ୟାବିନେଟ୍ ମଞ୍ଜୁରୀ…