ହାଇଦର ଖସିଯିବା ପଛରେ ରାଜ୍ୟ ଗୃହ ବିଭାଗ: ଲେଖାଶ୍ରୀ
ଭୁବନେଶ୍ୱର :ରାଜ୍ୟ ସରକାରଙ୍କ ଦ୍ୱାରା ରାଜ୍ୟରେ ଅପରାଧ ଓ ଅପରାଧୀମାନଙ୍କୁ ପ୍ରୋତ୍ସାହନ ଦେଉଥିବାର ଆଉ ଏକ ସ୍ପଷ୍ଟ ପ୍ରମାଣ ମିଳିଛି । ଓଡିଶା ଜେଲ ମାନୁଆଲ ନିୟମ ଅନୁଯାୟୀ, କୈାଣସି ଅପରାଧୀ ଜେଲ୍ ବାହାରକୁ ଚିକିତ୍ସା ପାଇଁ ଯିବାକୁ ହେଲେ ସେହି କଏଦୀକୁ ଉକ୍ତ ଜେଲର ମେଡିକାଲ ଅଫିସର ଓ ଜେଲ…