ପୂର୍ବତଟ ରେଳପଥ ପକ୍ଷରୁ ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ୧୩୦ ତମ ଜୟନ୍ତୀ ପାଳିତ
ଭୁବନେଶ୍ୱର (ଶାସକ ପ୍ରଶାସକ) : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ୧୩୦ ତମ ଜୟନ୍ତୀ ପାଳିତ ହୋଇଯାଇଅଛି I ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ…