ସୋଆ ପକ୍ଷରୁ “ସାରୋଳଦାସ ମହାଭାରଥ’ର ପାଠ ଆଧାରିତ ସଂସ୍କରଣ ପ୍ରକାଶିତ
ଭୁବନେଶ୍ୱର, : ପଂଚଦଶ ଶତାବ୍ଦୀର ଆଦିକବି ସାରଳା ଦାସଙ୍କ ଦ୍ୱାରା ରଚିତ "ସାରୋଳଦାସ ମହାଭାରଥ' ମହାକାବ୍ୟର ଦୁଇଟି ପର୍ବର ପାଠ ଆଧାରିତ ସଂସ୍କରଣ ଶିକ୍ଷା ଓ ଅନୁସନ୍ଧାନ (ଡିମଡ ୟୁନିଭର୍ସିଟି) ଦ୍ୱାରା ବୁଧବାର ଏକ ସ୍ୱତନ୍ତ୍ର ଉତ୍ସବରେ ଲୋକାର୍ପିତ ହୋଇଯାଇଛି ।
ଆଦିକବି ଭାବେ ପରିଚିତ…