ଭଟଲି ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ
ବରଗଡ :- ବିଜୁ ଜନତା ଦଳର 24ତମ ପ୍ରତିଷ୍ଠା ଦିବସ ରାଜ୍ୟ ସରକାରଙ୍କର କ୍ୟାବିନେଟ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କର ଉପସ୍ଥିତ ରେ ଆଜି ଭଟଲି ନିର୍ବାଚନ ମଣ୍ଡଳୀର ଅମ୍ବାଭନା ଠାରେ ପାଳିତ ହୋଇ ଯାଇଛି । ପ୍ରଥମେ ମାନ୍ୟବର ମନ୍ତ୍ରୀ ଓ ଉପସ୍ଥିତ ଦଳୀୟ ପଦାଧିକାରୀ ମାନେ । ପ୍ରବାଦ ପୁରୁଷ ଶ୍ରୀ…