ଗୁରାଣ୍ଡିରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ ର ସ୍କୁଲ୍ ଅଫ୍ ନର୍ସିଂ ପକ୍ଷରୁ ଆଜି ଗୁରାଣ୍ଡି ଠାରେ ବିଶ୍ୱ ଆଲ୍ଜାଇମର୍ସ ଦିବସ ପାଳନ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ଥିମ୍ ଥିଲା “ଆଲ୍ଜାଇମର୍ସ ପ୍ରତିରୋଧ”। ସମୁଦାୟ!-->…