ଜିଲ୍ଲା ମୃତ୍ତିକା ସଂରକ୍ଷଣ ଭବନରେ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ମୃତ୍ତିକା ସଂରକ୍ଷଣ ଭବନରେ ଲିନସି ଫାଉଣ୍ଡେସନର ସହଯୋଗରେ ଆଜି ( ବୁଧବାର) ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ପ୍ରକଳ୍ପ ପରାମର୍ଶଦାତା ଡଃ ସୌରଭ…