ଗାଇସିଲେଟ ରେ ବିଜେପି ର ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ
ପଦ୍ମପୁର:- ବରଗଡ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ ବିଜେପିର ଯୋନ-୧ ଗୁଦେରପାଲି ମଣ୍ଡଳର ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ସଭାପତି ବିପିନ ବିହାରୀ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରାର୍ଥୀ ଶ୍ରୀମାନ ସନତ ଗଡତିଆ, ଜିଲ୍ଲା…