୬୯ତମ SGFI ରଗବୀ ଚାମ୍ପିଅନସିପ୍ରେ ୧୪ ବର୍ଷରୁ କମ୍ ବର୍ଗର ପ୍ରତିଯୋଗିତା ଆରମ୍ଭ
କଳିଙ୍ଗ ଷ୍ଟାଡିୟମରେ ୧୪ଟି ରାଜ୍ୟରୁ ୩୦୦ରୁ ଅଧିକ ଖେଳାଳୀ
ଭୁବନେଶ୍ୱର, ୦୯/୦୪/୨୦୨୬ : ଓଡ଼ିଶାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ରଗବୀ ଚାମ୍ପିଅନସିପ୍ ୨୦୨୫-୨୬ ରେ ଆଜି ଠାରୁ ୧୪ ବର୍ଷରୁ କମ୍ ବାଳକ ଓ ବାଳିକା ବର୍ଗର ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ…