ନେସ୍କୋ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟକୁ କର୍ମଚାରୀଙ୍କ ବିରୋଧ
ଦାବି ପୂରଣ ନ ହେଲେ ଆନ୍ଦୋଳନର ଚେତାବନୀ
ବାରିପଦା(ଦିଲ୍ଲୀପ ମହାନ୍ତି)- ମୟୂରଭଞ୍ଜ ଜିଲ୍ଲା ବେତନଟୀଠାରେ ନେସ୍କୋ ପାୱାର ଏମ୍ପେ୍ଲାଇଜ ୟୁନିୟନର ସାଧାରଣ ସମ୍ପାଦକ ତାରାକାନ୍ତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓ ୟୁନିୟନର ବରିଷ୍ଠ ସଦସ୍ୟ ରବୀନ୍ଦ୍ର ବେରାଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ…