ଉତ୍କଳ ଦିବସ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗୀତା
ରାୟଗଡା/ ସରୋଜ କୁମାର ସାହୁ :ରାୟଗଡ଼ା ଜିଲ୍ଲାରେ ଜିଲ୍ଲାସ୍ତରୀୟ ଉତ୍କଳ ଦିବସ ପାଳନ ଅବସରରେ ବକ୍ତୃତା (ଓଡିଆ) ପ୍ରତିଯୋଗୀତା ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ଇଂରାଜି ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବକ୍ତୃତା ପ୍ରତିଯୋଗିତାରେ ( ଓଡିଆ) (ନବମ ଓ ଦଶମ ଶ୍ରେଣୀ)…