କଟକ ବୋର୍ଡ ଅଫ୍ ସେକେଣ୍ଡାରୀ ହାଇସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କଲେ ମନ୍ତ୍ରୀ ପ୍ରତାପ ଜେନା
ଭୁବନେଶ୍ୱର(ଶାସକ ପ୍ରଶାସକ) ମୋ’ସ୍କୁଲ ଯୋଜନାରେ ବିଭିନ୍ନ ସ୍କୁଲକୁ ପୋଷ୍ୟ ଭାବେ ଆପଣାଇ ଏହାର ବିକାଶ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେବା ପରେ ମନ୍ତ୍ରୀ, ବିଧାୟକଙ୍କ ଠାରୁ ଆରମ୍ଭ କରି ପ୍ରଶାସକ ତଥା ସମାଜର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ ରାଜ୍ୟର…