ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ସଂରକ୍ଷଣ
ବିଧାନସଭାରେ ପ୍ରସ୍ତାବ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଶାସକ ପ୍ରଶାସକ) : ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ସଂରକ୍ଷଣ ପାଇଁ ବିଧାନ ସଭାରେ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏହି…