ବୀରମହାରାଜପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ” ମୋ ସ୍କୁଲ ଅଭିଯାନ ” କାର୍ଯ୍ୟକ୍ରମ ।
ବୀରମହାରାଜପୁର - (ଉପଖଣ୍ଡ ପ୍ରତିନିଧି ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୂର୍ବତନ ଛାତ୍ରଛାତ୍ରୀଙ୍କୁ ନେଇ ଆଜି "ମୋ ସ୍କୁଲ ଅଭିଯାନ "ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷୟିତ୍ରୀ ସୁବୀଣା ମିଶ୍ର ଓ ସି ଆର ସି…