“ଲକ୍ଷ୍ୟ” ମାନଦଣ୍ଡ ହାସଲ କଲା ଗଜପତି ଜିଲ୍ଲା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : "ଲକ୍ଷ୍ୟ" ହେଉଛି ପ୍ରସୂତି ଗୃହ ଏବଂ ପ୍ରସୂତି ଅସ୍ତ୍ରପୋଚାର ଗୃହର ଗୁଣବତ୍ତାକୁ ଅଭିବୃଦ୍ଧି କରିବାର ପ୍ରୟାସ । ଯାହା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ । ଏହା ହେଉଛି ଗଜପତି ଜିଲ୍ଲା ପାଇଁ ଏକ…