ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର:ଉଦୟଗିରି ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ଆଜି ଜିଲ୍ଲା କୃଷି ବିଭାଗ ଓ କୃଷି ବିଜ୍ଞାନ କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି।
କୃଷି ବିଜ୍ଞାନ କେନ୍ଦ୍ରର କୃଷି…