ଓଡ଼ିଆ ପକ୍ଷ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ରକ୍ତଦାନ ଶିବିର
ବାଲେଶ୍ବର, ୦୮/୦୪/୨୦୨୬: ଓଡ଼ିଆ ପକ୍ଷ ୨୦୨୬ ଅବସରରେ ଆଜି ପୂର୍ବାହ୍ନ ୯.୩୦ ଘଟିକା ସମୟରେ ବାଲେଶ୍ବର ପ୍ରଶାସନ ପକ୍ଷରୁ ଏକ ରକ୍ତଦାନ ଶିବିର ଜିଲ୍ଲା ମୁଖ୍ୟ ଚିକିତ୍ସା କେନ୍ଦ୍ରରେ ଥିବା ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ କାର୍ଯ୍ୟକ୍ରମକୁ ବାଲେଶ୍ୱର ଜିଲ୍ଲାପାଳ…