ଚାଷୀଙ୍କ ପାଇଁ ଲୋକାର୍ପିତ ହେଲା ୧୩ ଗୋଟି ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର
ଭୁବନେଶ୍ୱର( ଶାସକ ପ୍ରଶାସକ) : ରାଜ୍ୟ ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳନ ଅବସରରେ ଆଜି କୃଷି ଭବନ ଠାରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ପତାକା ଦେଖାଇ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାରର ଶୁଭାରମ୍ଭ କରିଥିଲେ…