ରାଜ୍ୟର ୮ଟି ଜିଲ୍ଲାରେ ଅଏଲ ଇଣ୍ଡିଆ ଦ୍ୱାରା ହେବ ତୈଳ ଓ ଗ୍ୟାସର ସନ୍ଧାନ – ଧର୍ମେନ୍ଦ୍ର ପ୍ରଧାନ
ଓଡିଶାର ୫ଟି ବ୍ଲକ ପାଇଁ ଅଏଲ ଇଣ୍ଡିଆର ସେସମିକ୍ ସର୍ବେକ୍ଷଣ ଅଭିଯାନର ଶୁଭାରମ୍ଭ
• ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ଅଏଲ ଇଣ୍ଡିଆ ଦ୍ୱାରା ହେବ ସେସମିକ୍ ସର୍ଭେ
• ୧୨୪୮ କୋଟି ନିବେଶରେ ବ୍ୟାପକ ଅନ୍ୱେଷଣ ଡ୍ରିଲିଂ…