ଟ୍ରେନରୁ ଖସି ଯୁବକ ର ମୃତ୍ୟୁ।
( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ସହର ଉପକଣ୍ଠ ତଥା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲୀ ଗ୍ରାମ ର ସାଗର ଜେନା ନାମକ ଜଣେ ଯୁବକ ବ୍ରହ୍ମପୁର ରେଳଷ୍ଟେସନ ରେ ଚଳନ୍ତା ଟ୍ରେନ ରୁ ଖସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ମୃତ ସାଗର କାମ ଅନ୍ବେଷଣରେ ଚେନ୍ନାଇ ଯିବା ପାଇଁ…