୨୬ ବର୍ଷହେଲା ନିଖୋଜ ବସନ୍ତଙ୍କ ପତା ମିଳୁନାହିଁ

ଓଡ଼ଗାଁ,୧।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବାହାଡାଝୋଲା ଫାଣ୍ଡି ଗୁମି ପଞ୍ଚାୟତ ଗୁମି ଗାଁର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପୁତ୍ର ବସନ୍ତ କୁମାର ସାହୁ ୨୬ ବର୍ଷହେଲା ନିଖୋଜ ରହିଥିବା ବେଳେ ୪ ବର୍ଷ ଓ ଦେଢ଼ବର୍ଷର ୨ ଛୁଆକୁ ନେଇ ସଂଗ୍ରାମ ଜାରି ରଖିଥିବା ସ୍ତ୍ରୀ…

ଦୂତୀକେଶ୍ବର ମହାଦେବଙ୍କ ପୀଠରେ ୮୪ତମ ବିଶ୍ବ ଶାନ୍ତି ଶୈବ ଯଜ୍ଞ ଓ ୪୦ତମ ସପ୍ତଶମ୍ଭୁ ମିଳନ ମହୋତ୍ସବ ଉଦଯାପିତ,

ଓଡ଼ଗାଁ,୧।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ତଥା ଓଡ଼ିଶାର ଅନ୍ୟତମ ଶୈବପୀଠ ଭାବେ ପ୍ରସିଦ୍ଧି ଲାଭ କରିଥିବା ଜାମୁ ପାଟଣା ଶୂଳିଆ ପାହାଡ଼ ପାଦଦେଶରେ ବିରାଜିତ ପଶ୍ଚିମ ମୁଖା ବାବା ଦୂତୀକେଶ୍ବର ମହାଦେବଙ୍କ ପୀଠରେ ୮୪ତମ ବିଶ୍ବ ଶାନ୍ତି ଶୈବ ଯଜ୍ଞର ପୂର୍ଣ୍ଣାହୁତି…

ମୃତ ଗଣ ଶିକ୍ଷକ ଙ୍କ ପରିବାରକୁ ଏକ୍ସ କେଡେର ଶିକ୍ଷକ ସଂଘ ତରଫରୁ ଆର୍ଥିକ ସହାୟତା ପ୍ରଦାନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୧/୦୨/୨୬ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅନ୍ତର୍ଗତ ବଡ ଓଲମା ଆଶ୍ରମ ବିଦ୍ୟାଳୟ ରେ କାର୍ଯ୍ୟରତ ଗଣ ଶିକ୍ଷକ ଲମ୍ବୋଦର ଭତରା ଙ୍କ ଶାରୀରିକ ଅସୁସ୍ଥତା କାରଣରୁ ଗତ ୨୩ ଜାନୁଆରୀ ସରସ୍ଵତୀ ପୂଜା ଦିନ ମୃତ୍ୟୁ ବରଣ କରିଥିଲେ। ଦୀର୍ଘ ବର୍ଷ ଧରି…

ଟିଚର ପ୍ରିମୀୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ରାଇଘର ଚାମ୍ପିଅନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୧/୦୨/୨୬ ଡାବୁଗାଁ ଭୈରବ ମହାବିଦ୍ୟାଳୟ ଖେଳ ପଡିଆ ରେ ଅନୁଷ୍ଠିତ ହୋଇଥିବା ଜିଲ୍ଲା ସ୍ତରୀୟ ଟିଚର ପ୍ରୀମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଏଥିରେ ରାଇଘର ଟିଚର ଦଳ ଝରିଗାଁ ଟିଚର ଦଳ କୁ ପରାସ୍ତ କରି ଟୁର୍ଣ୍ଣାମେଣ୍ଟ…

ଭାରତୀୟ ବିଦ୍ୟା ନିକେତନର ବାର୍ଷିକ ଉତ୍ସବ

ଖୋର୍ଦ୍ଧାରୁ (ସେକ ଜାଫର ): ଖୋର୍ଦ୍ଧା, ବେଗୁନିଆ ବ୍ଲକ୍ ଅଧୀନସ୍ଥ ପୋଡାଡିହସ୍ଥିତ ଭାରତୀୟ ବିଦ୍ୟା ନିକେତନର ଉନ୍ନବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପର୍ଶୁରାମ ମିଶ୍ର ଶର୍ମାଙ୍କ ଅଧ୍ଯକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗ…

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ

 ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ କୋକଲୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ସଭାପତି କପିଳ ବରାଡଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ସାଇ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

 ବାସୁଦେବପୁର: ବାସୁଦେବପୁର ସହର ନିକଟସ୍ଥ ଗୁଆ ଗାଁ ଠାରେ ସାଇ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ତପନ କୁମାର ପାଢ଼ୀ ସଭାପତିତ୍ବ କରିଥିଲେ। ଏହି ଉତ୍ସବରେ ବାସୁଦେବପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ…

ପହଣ୍ଡି ଗାଁରେ ଭକ୍ତିମୟ ପରିବେଶରେ ଭୀମ ଗୁଡ଼ି ପ୍ରତିଷ୍ଠା ଉତ୍ସବ ସମାପ୍ତ

ବିଧାୟକ ସନତ କୁମାର ଗଡ଼ତୀୟା ଯୋଗଦାନ ବିଜେପୁର :-ବରଗଡ଼ ଜିଲ୍ଲାର ବିଜେପୁର ବ୍ଲକ୍ ଅନ୍ତର୍ଗତ ପହଣ୍ଡି ଗାଁରେ ଆୟୋଜିତ ତ୍ରିଦିନାତ୍ମକ “ଭୀମ ଗୁଡ଼ି” ପ୍ରତିଷ୍ଠା ଉତ୍ସବ ତୃତୀୟ ଦିବସରେ ଭକ୍ତି, ଆସ୍ଥା ଓ ପରମ୍ପରାର ମହୋତ୍ସବ ଭାବେ ଶାନ୍ତି ଶୃଙ୍ଖଳାରେ ସମାପ୍ତ ହୋଇଯାଇଛି। ଏହି ଉତ୍ସବରେ…

ସପ୍ତମ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମାନଙ୍କ ଅଧ୍ୟକ୍ଷତାରେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ଏଫ୍.ଏଲ୍.ଏନ୍ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ…

ରାଜ୍ୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀରେ ଚମକିଲେ ରାଜସ୍ମିତା

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ , ରାଜ୍ୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀରେ ଶ୍ରେଷ୍ଠ ଦଶ ଜଣଙ୍କ ମଧ୍ୟରେ ସ୍ଥାନ ହାସଲ କରି ବେଲଗୁଣ୍ଠା ବ୍ଳକ୍ ଏବଂ ବେଣୀପଲ୍ଲୀ ପଂଚାୟତ ପାଇଁ ଗୌରବ ଆଣିଛନ୍ତି ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବେଣୀପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର…