ଏତେ ବର୍ବର ହୋଇପାରେ ସ୍ୱାମୀ
ବାରିପଦା (ଦିଲ୍ଲୀପ ମହାନ୍ତି) : ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀ କୁ କାଠ ଫାଳିଆ ରେ ପିଟି ପିଟି ହତ୍ୟା କରିଛି ମଦ୍ୟପ ସ୍ବାମୀ। ଏ ଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅନ୍ତର୍ଗତ ଗଡିଗାଁ ହାଣ୍ଡିଭଙ୍ଗା ଗ୍ରାମରେ। ସୂଚନା ଅନୁଯାୟୀ ସୋମବାର…