ସେବାନିବୃତ୍ତ ପ୍ରଧାନଶିକ୍ଷକ ଜଳନ୍ଧର ରଥଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଓଡ଼ଗାଁ, ୦୬।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁସ୍ଥିତ ପିଏମଶ୍ରୀ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସେବାନିବୃତ୍ତ ପ୍ରଧାନଶିକ୍ଷକ ଜଳନ୍ଧର ରଥଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ!-->…