ମହାରାଜା କୃଷ୍ଣଚନ୍ଦ୍ର ସାହିତ୍ୟ ସଂସଦ ପକ୍ଷରୁ ରାଧାକୃଷ୍ଣ ଭଞ୍ଜ ଜୟନ୍ତୀ ପାଳିତ
ବାରିପଦା(ଦିଲ୍ଲୀପ ମହାନ୍ତି )- ବାରିପଦାସ୍ଥିତ ଏମକେସି ହାଇସ୍କୁଲ ପରିସରରେ ମହାରାଜା କୃଷ୍ଣଚନ୍ଦ୍ର ସାହିତ୍ୟ ସଂସଦ ପକ୍ଷରୁ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ସ୍ୱର୍ଗତ ରାଧାକୃଷ୍ଣ ଭଞ୍ଜଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଦ୍ୟାଳୟର…