ପଦ୍ମପୁର ଏନ୍.ଏ.ସି ବିଜୁ ଯୁବ-ଛାତ୍ର ଜନତା ଦଳ ଓ ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର
ପଦ୍ମପୁର : ଆଜି ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ପଦ୍ମପୁର(ଏନ୍.ଏ.ସି) ବିଜୁ ଯୁବ-ଛାତ୍ର ଜନତା ଦଳ ଓ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଅନୁଷ୍ଠିତ ସ୍ବେଛାକୃତ ରକ୍ତଦାନ ଶିବିରକୁ ମାନ୍ୟବର ପଦ୍ମପୁର ବିଧାୟକ ଶ୍ରୀ ବିଜୟ ରଂଜନ ବରିହା ଓ ଓଡ଼ିଶା ମୋ ପରିବାର ର ଜିଲ୍ଲା ସଂଯୋଜକ ଶ୍ରୀ ଗୌର…