ଇନ୍ଦିରା ଗାନ୍ଧୀଙ୍କ ବଳିଦାନ ଦିବସ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ ପାଳିତ।
ଝାରସୁଗୁଡା:( ସୁଭାଷ ସହାରେ)-ଝାରସୁଗୁଡା ଜିଲ୍ଲା କଂଗ୍ରେସ ତରଫରୁ ସ୍ଥାନୀୟ କଂଗ୍ରେସ ଭବନଠାରେ ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ବଳିଦାନ ଦିବସ ଓ ଭାରତ ରତ୍ନ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୬ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି…