ଝାରସୁଗୁଡ଼ା ଜିଲ୍ଲାରେ କୋଭିଡ ଟୀକାକରଣ ।
ଝାରସୁଗୁଡ଼ା :(ସୁଭାଷ ସହାରେ)-ଝାରସୁଗୁଡ଼ା - ଜିଲ୍ଲାରେ ଆଜି ବିଭିନ୍ନ ସ୍ଥାନରେ ୬୭୫ଜଣଙ୍କୁ କୋଭିଡ ଟୀକା ପ୍ରଦାନ କରାଯାଇଛି । ଜିଲ୍ଲା କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ସରୋଜ କୁମାର ସାମଲ ପ୍ରଥମେ ଟୀକା ନେଇଥିଲେ । ସେହିପରି ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ , ଜିଲ୍ଲା ଗ୍ରାମ୍ୟ…