ଅଙ୍ଗନବାଡ଼ି କେନ୍ଦ୍ର ସାନିଟାଇଜ କଲେ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ଓ ଜୟମା ୟୁଥ୍ କ୍ଲବ
ଭୁବନେଶ୍ୱର (ଶାସକ ପ୍ରଶାସକ) : ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିଥିବା ବେଳେ ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନିର୍ଦ୍ଦେଶରେ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ଓ ଜୟମା ୟୁଥ୍ କ୍ଲବ ତରଫରୁ ଭିଏସସ ନଗର ଓ ପଥରବନ୍ଧ ଅଞ୍ଚଳର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଗୁଡିକୁ ସାନିଟାଇଜ…